Posted inଖେଳ

ଏହି ଖେଳାଳିଙ୍କ ଦୃଷ୍ଟିଶକ୍ତି କମ ଥିଲା, ତଥାପି ତାଙ୍କ ନାଁରେ ରହିଛି ୧୦୦ଟି ଶତକ

ଭାରତର ସ୍ବାଧୀନତାର ଠିକ୍‌ ୨୦ ଦିନ ପୂର୍ବରୁ ଅର୍ଥାତ୍‌ ୧୯୪୭ ମସିହା ଜୁଲାଇ ୨୪ ଏମିତି ଜଣେ ଖେଳାଳି ଜନ୍ମ ନେଇଥିଲେ, ଯେକି ପଡିଆକୁ ଓହ୍ଲାଇବା ମାତ୍ରେ ବିଶ୍ୱସ୍ତରୀୟ ବୋଲରଙ୍କ ହୋଶ୍‌ ଉଡିଯାଉଥିଲା। ଏଭଳି ଜଣେ ମହାନ ଖେଳାଳି ଥିଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ଜାହିର ଆବାସ୍‌। ତାଙ୍କୁ କେହି କେହି ଏସିଆର ବ୍ରାଡମ୍ୟାନ୍‌ ବୋଲି ମଧ୍ୟ ଆଖ୍ୟା ଦେଇଛନ୍ତି। ତାଙ୍କ ଦୃଷ୍ଟିଶକ୍ତି କମ ଥିଲେ ମଧ୍ୟ ସେ ଏସିଆର ପ୍ରଥମ ଖେଳାଳି ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ୧୦୦ଟି ଶତକ ହାସଲ କରିଛନ୍ତି। ୧୯୬୯ରେ ଟେଷ୍ଟ ମ୍ୟାଚରେ ପଦାର୍ପଣ କରିଥିବା ଜାହିର ନିଜ କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିଲେ। ପାକିସ୍ତାନର ପ୍ରଥମ ଖେଳାଳି ଭାବେ ସେ ଟେଷ୍ଟରେ ୪ ଏବଂ ୫ ହଜାର ରନ୍‌ କରିଥିଲେ। ସେ ୭୮ଟି ଟେଷ୍ଟ ଖେଳି ୪୪.୭୯ ହାରରେ ମୋଟ ୫୦୬୨ ରନ୍‌ କରିଥିଲେ। ସେହିପରି ୬୨ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୪୭.୬୨ ହାରରେ ୨୫୭୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri