Posted inଫୁରସତ

ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୪୦୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ନବଜାତ ଶିଶୁଙ୍କଠାରୁ ଆରମ୍ଭ କରି ୬୫ ବର୍ଷୀୟ ବୃଦ୍ଧ ପର୍ଯ୍ୟନ୍ତ। ଏକ ଗବେଷଣାରୁ ଜଣାଯାଏ ଯେ ପ୍ରତି ୧ ହଜାର ଶିଶୁଙ୍କ ମଧ୍ୟରେ ୪ ଯାଆଁଳା ସନ୍ତାନ ଜନ୍ମ ନିଅନ୍ତି। ହେଲେ କେରଳର କୋଡିନ୍ନି ଗାଁ ଏହାର ଏକ ବ୍ୟତିକ୍ରମ। ଏଠାରେ ପ୍ରତି ୧ ହଜାରରେ ୪୫ ଯାଆଁଳା ସନ୍ତାନ ଜନ୍ମ ନେଉଛନ୍ତି। ତେବେ ଯାଆଁଳା ସନ୍ତାନ ଜନ୍ମ କରିବାରେ ଏହି ଗାଁ ବିଶ୍ୱରେ ଦ୍ୱିତୀୟ। ଏହା ଏକ ମୁସଲମାନ ବହୁଳ ଗାଁ ହୋଇଥିବା ବେଳେ ଏହାର ଜନସଂଖ୍ୟା ପାଖାପାଖି ୨ହଜାର। ତେଣୁ ସ୍କୁଲ, କଲେଜ, ବ୍ୟବସାୟ ସ୍ଥଳ ସବୁଠି ଦେଖିବାକୁ ମିଳେ ଏମିତି କେତେଜଣ ଯାଆଁଳା ବ୍ୟକ୍ତିଙ୍କୁ। ଏକ ରିପୋର୍ଟ ଅନୁଯାୟୀ, ୨୦୦୮ରେ ଏଠାରେ ଜନ୍ମ ନେଇଥିବା ୩ଶହ ପିଲାଙ୍କ ମଧ୍ୟରେ ୧୫ ଯୋଡା ଥିଲେ ଯାଆଁଳା। ଯାହା ଏକ ବର୍ଷରେ ଜନ୍ମ ନେଇଥିବା ଯାଆଁଳା ଶିଶୁଙ୍କ ମଧ୍ୟରେ ସର୍ବାଧିକ ବୋଲି କୁହାଯାଏ। ତେବେ ଗତ କିଛି ବର୍ଷ ହେବ ଏହି ଗାଁରେ ୨ ଯାଆଁଳା ସନ୍ତାନଙ୍କ ବଦଳରେ ଅନେକ ସ୍ଥଳେ ଏକକାଳୀନ ୩ ସନ୍ତାନ ଜନ୍ମ ନେଉଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟଳିନି ଯୁଦ୍ଧ! ଅସ୍ତ୍ରବିରତି ସତ୍ତ୍ୱେ ଆତଙ୍କିତ ଅବସ୍ଥାରେ ଲୋକେ, ହାଇ ଆଲର୍ଟରେ…

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଘୋଷିତ ଯୁଦ୍ଧବିରତି ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧ କ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri