Posted inଫୁରସତ

ଏହି ଗାଁରେ ୯ ବର୍ଷ ହେଲା ଖାଲି ଜନ୍ମ ନେଉଛନ୍ତି ଝିଅ, ପୁଅ ଜନ୍ମ ହେଲେ ମିଳିବ ପୁରସ୍କାର

ପୋଲାଣ୍ଡର ମିଜେସ୍କେ ଔନ୍ଦ୍ରଜେନ୍‌ସ୍କି ନାମକ ଏକ ଗାଁରେ ଦୀର୍ଘ ୯ ବର୍ଷ ହେବ କେବଳ ଝିଅ ଜନ୍ମ ହେଉଛନ୍ତି। ୨୦୧୦ ମସିହାରେ ଏହି ଗାଁରେ କେବଳ ଜଣେ ମାତ୍ର ପୁତ୍ରସନ୍ତାନ ଜନ୍ମନେଇଛି। ସେବେଠାରୁ ଆଜିପର୍ଯ୍ୟନ୍ତ କୌଣସି ପୁଅ ଜନ୍ମ ନେଇନାହାନ୍ତି। ଖାସ୍‌ ଏଥିପାଇଁ ଯେଉଁ ପରିବାରରେ ପୁଅ ଜନ୍ମ ନେବ ତାଙ୍କୁ ପୁରସ୍କୃତ କରାଯିବ ବୋଲି ମେୟର ଘୋଷଣା କରିଛନ୍ତି। ଗାଁରେ କାହିଁକି ପୁଅ ଜନ୍ମ ହେଉନାହାନ୍ତି ତାହାର କାରଣ କାହାକୁ ଜଣାନାହିଁ। କିନ୍ତୁ ଗାଁ ଲୋକଙ୍କ କହିବାନୁଯାୟୀ, ଲିଙ୍ଗାନୁପାତ ଯୋଗୁ ଏପରି ଅନ୍ତର ସୃଷ୍ଟି ହୋଇଛି। ଗାଁରେ ପ୍ରାୟ ୩୦୦ ଲୋକ ବସବାସ କରୁଛନ୍ତି। ଯେଉଁଠି କେବଳ ମହିଳା ଏବଂ କନ୍ୟାସନ୍ତାନ। ମେୟର ରେଜମଣ୍ଡ ଫ୍ରିଶକୋଙ୍କ ଏପରି ଘୋଷଣା ପରେ ବାର୍‌ସାର ଏକ ୟୁନିଭର୍‌ସିଟିରେ ଏନେଇ ରିସର୍ଚ୍ଚ ଆରମ୍ଭ ହୋଇଛି। ୟୁନିଭର୍‌ସିଟିର ପ୍ରଫେସର ରଫାଲ୍‌ ପ୍ଲୋସ୍କିଙ୍କ କହିବା ଅନୁସାରେ, ଗାଁରେ ପୁଅ ଜନ୍ମ ନ ନେବା ଚିନ୍ତାର କାରଣ। ଏହି ସମସ୍ୟାକୁ ସମାଧାନ କରିବା ଏତେ ସହଜ ନୁହେଁ। ଏଥିପାଇଁ ପୁରୁଣା ରେକର୍ଡ ଯାଞ୍ଚ କରିବାକୁ ପଡ଼ିବ। ଏଥିସହିତ ପର୍ଯ୍ୟାବରଣ ସ୍ଥିତିକୁ ମଧ୍ୟ ଦେଖିବାକୁ ପଡ଼ିବ। ତେବେ କିଛିମାତ୍ରାରେ ସମସ୍ୟାର ସମାଧାନ ହୋଇପାରିବ ବୋଲି ପ୍ଲୋସ୍କି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?