Posted inଖେଳ

ଏହି ଗେମ୍‌ ଖେଳିବାକୁ ପସନ୍ଦ କରନ୍ତି ମୟଙ୍କ ଅଗ୍ରଓ୍ବାଲ

ବାଲାଂଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ ଅର୍ଜନ କରିଥିବା ମୟଙ୍କ ଅଗ୍ରଓ୍ବାଲ ନିଜ ଜୀବନର ଅନେକ ରହସ୍ୟ ଖୋଲିଛନ୍ତି। ସେ କହିଛନ୍ତି,କ୍ରିକେଟ ଖେଳିସାରିବା ପରେ ମନକୁ ହାଲ୍‌କା କରିବା ପାଇଁ ପବ୍‌ଜୀ ଗେମ୍‌ ଖେଳେ। ଏହାଦ୍ୱାରା ମନ ହାଲକା ହେବା ସହ ପ୍ରଫୁଲ୍ଲ ରହେ ବୋଲି ସେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଓପନର ମୟଙ୍କ ବାଂଲାଦେଶ ବିପକ୍ଷରେ ଛକା ଲଗାଇ ଦ୍ୱିତୀୟ ଦ୍ୱିଶତକ ପୂରଣ କରିଛଥିଲେ। ସେ ୨୦୪ ବଲର ସମ୍ମୁଖୀନ ହୋଇ ୨୦୨ ରନ କରିଥିଲେ। ଏହାସହ ଖୁବକମ ଇଂନିଶ ଖେଳି ଦ୍ୱିଶତକ ମାରିବାରେ ସେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ବ୍ରାଡମ୍ୟାନ ୧୩ତମ ଇନିଂସରେ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ ହାସଲ କରିଥିଲେ। କିନ୍ତୁ ମୟଙ୍କ ୧୨ ଇନିଂସରେ ଏହି ସଫଳତା ପାଇଛନ୍ତି। ମୟଙ୍କ ଗତମାସ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ମ୍ୟାଚରେ ମଧ୍ୟ ଦ୍ୱିଶତକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri