ଏହି ଦିନ ରିଲିଜ୍‌ ହେବ ମୋହନଲାଲଙ୍କ ଫିଲ୍ମ

ମୋହନଲାଲଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଆରାଟ୍ଟୁ ଫେବୃଆରୀ ୧୮ରେ ପ୍ରେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ଏନେଇ ସୋମବାର ମାଲାୟାଲମ ସୁପରଷ୍ଟାର ଟୁଇଟ୍‌ରେ ଫିଲ୍ମର ଏକ ନୂଆ ପୋଷ୍ଟର ସହିତ ଘୋଷଣା କରିଛନ୍ତି। ଏହି ଫିଲ୍ମଟି ବି ୟୁନିକୃଷ୍ଣଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଛି। ଏଥିରେ ଶ୍ରଦ୍ଧା ଶ୍ରୀନଥ, ରାମଚନ୍ଦ୍ର ରାଜୁ, ନେଡୁମୁଡି ଭେନୁ, ସିଦ୍ଦିକ, ମାଲାଭିକା ମେନନ ଏବଂ ସ୍ବାସିକା ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri