Posted inଫୁରସତ

ଏହି ଦେଶରେ ପିଲାମାନଙ୍କ ଶୋଇବାରେ ଲାଗିଲା କଟକଣା

ଚାଇନାର ଝୋଜିୟାଙ୍ଗ୍‌ ଜିଲାରେ ଏକ ନିର୍ଦ୍ଦେଶ ଜାରି ହୋଇଛି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏହି ନିୟମ କେବଳ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଲାଗୁ ହେବ। ପିଲାମାନେ ହୋମଓ୍ବାର୍କ ଯେତିକି ନ କରିବେ ସେତିକି ଶୋଇବା ଜରୁରୀ ବୋଲି କଟକଣା ଜାରି ହୋଇଛି। ଏହି ନିୟମ ଅନୁସାରେ, ପ୍ରତ୍ୟେକ ସ୍କୁଲ ପିଲା ରାତି ୧୦ଟା ପୂର୍ବରୁ ଶୋଇବା ଅନିବାର୍ଯ୍ୟ। ଏହା ବ୍ୟତୀତ ଅଭିଭାବକମାନଙ୍କ ପାଇଁ ମଧ୍ୟ ଏକ ପ୍ରତିବନ୍ଧକ ଲଗାଯାଇଛି।

ସେମାନେ ଘରକୁ ଟିଉସନ୍‌ ଶିକ୍ଷକଙ୍କୁ ଡାକିବେ ନାହିଁ। ପ୍ରାଥମିକ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଶୋଇବା ସମୟ ରାତି ୯ଟା ରଖାଯାଇଛି। ପିଲାମାନେ ହୋମ୍‌ଓ୍ବାର୍କ ଶେଷ କରନ୍ତୁ ବା ନ କରନ୍ତୁ। ଘଣ୍ଟାରେ ୯ଟା ବାଜିବା କ୍ଷଣି ସେମାନେ ବିଛଣାକୁ ଯିବା ବାଧ୍ୟତାମୂଳକ କରାଯାଇଛି। ସେହିପରି ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର ରାତି ୧୦ଟା ପୂର୍ବରୁ ଶୋଇବା ବାଧ୍ୟତାମୂଳକ ରହିଛି। କିଛି ଅଭିଭାବକ ଏପରି ନିର୍ଦ୍ଦେଶକୁ ନେଇ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଏହି ନିର୍ଦ୍ଦେଶକୁ ସେମାନେ ‘ହୋମ୍‌ଓ୍ବାର୍କ କର୍ଫ୍ୟୁ’ ନାଁ ଦେଇଛନ୍ତି।

 


ଶିକ୍ଷା ବିଭାଗ ଦ୍ୱାରା ଏପରି ନିର୍ଦ୍ଦେଶ ଜାରି ହେବା ପରେ ଅଭିଭାବକମାନେ ଚିନ୍ତାରେ ପଡ଼ିଛନ୍ତି। ହୋମ୍‌ଓ୍ବାର୍କ ନ କଲେ ପିଲାମାନେ ପାଠପଢ଼ାରେ ପଛରେ ପଡ଼ିଯିବେ। ଯଦି ଛୋଟବେଳୁ ପିଲାମାନେ ପାଠପଢ଼ା ପ୍ରତି ଆଗ୍ରହ ପ୍ରକାଶ ନ କରିବେ ତେବେ ଭବିଷ୍ୟତ ଅନ୍ଧକାରମୟ ହୋଇଯିବ। ଏପରିକି କିଛି ଅଭିଭାବକ ସୋସିଆଲ ମିଡିଆରେ ଶିକ୍ଷା ବିଭାଗ ଦ୍ୱାରା ଜାରି ହୋଇଥିବା ନିର୍ଦ୍ଦେଶ ଉଠାଇ ନେବା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri