ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ହେଉଛନ୍ତି ଜଣେ। ଐଶ୍ୱର୍ଯ୍ୟା ନିଜର ଅଭିନୟ, ନୃତ୍ୟ ଏବଂ ସୌନ୍ଦର୍ଯ୍ୟ ବ୍ୟତୀତ ଉତ୍ତମ ଆଚରଣକୁ ନେଇ ଦର୍ଶକଙ୍କ ହୃଦୟରେ ଆଜି ପର୍ଯ୍ୟନ୍ତ ରାଜ୍‌ କରୁଛନ୍ତି। ଯେଉଁଥି ପାଇଁ୧୯୯୪ ମସିହାରେ ସେ ବିଶ୍ୱସୁନ୍ଦରୀ ହୋଇଥିଲେ। କିନ୍ତୁ ସେ କେଉଁ ପ୍ରଶ୍ନର ଉତ୍ତର ଦେଇ ଏହି ସୌଭାଗ୍ୟ ଅର୍ଜନ କରିଥିଲେ ଜାଣନ୍ତି…


୨୧ ବର୍ଷରେ ପିନ୍ଧିଥିଲେ ବିଶ୍ୱସୁନ୍ଦରୀ ମୁକୁଟ :
୧୯୯୪ ମସିହାରେ ହୋଇଥିବା ବିଶ୍ୱସୁନ୍ଦରୀ ପ୍ରତିଯୋଗିତାରେ ୮୭ଟି ଦେଶର ପ୍ରତିଯୋଗୀ ଭାଗ ନେଇଥିଲେ। ଐଶ୍ୱର୍ଯ୍ୟାଙ୍କୁ ସେତେବେଳେ ମାତ୍ର ୨୧ ବର୍ଷ। ତାଙ୍କୁ ପଚରାଯାଇଥିଲା ବିଶ୍ୱସୁନ୍ଦରୀ ହେବା ପାଇଁ କେଉଁ ଗୁଣର ଅଧିକାରୀ ହେବା ଜରୁରୀ। ଏହି ପ୍ରଶ୍ନର ଉତ୍ତରରେ ଐଶ୍ୱର୍ଯ୍ୟା କହିଥିଲେ, ଏବେସୁଦ୍ଧା ମୁଁ ଯେତେ ବିଶ୍ୱସୁନ୍ଦରୀ ଦେଖିଛି ସମସ୍ତଙ୍କ ନିକଟରେ ଦୟାଭାବ ରହିଛି। ମୁଁ ଏମିତି ଲୋକଙ୍କୁ ଦେଖିଛି, ଯିଏକି ରାଷ୍ଟ୍ରୀୟତା ଏବଂ ବର୍ଣ୍ଣ ଭେଦ ଠାରୁ ବହୁ ଊର୍ଦ୍ଧ୍ୱରେ। ଆମେ ତାଙ୍କୁ ଦେଖି ଆଗକୁ ବଢ଼ିବା ଦରକାର। ଯେଉଁଥିରେ ପ୍ରକୃତ ବିଶ୍ୱସୁନ୍ଦରୀ ସମ୍ମାନ ମିଳିବ। ଐଶ୍ୱର୍ଯ୍ୟାଙ୍କ ଏପରି ଉତ୍ତର ଶୁଣି ବିଚାରପତି ଖୁସି ହୋଇ ତାଙ୍କୁ ବିଶ୍ୱସୁନ୍ଦରୀ ପାଇଁ ଚୟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri