ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ ଫାଇବର ଭରପୂର ମାତ୍ରାରେ ରହିଛି। ଏହାକୁ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ।


ଷ୍ଟୋନ୍‌ ସମସ୍ୟା ଦୂର କରେ :
ଷ୍ଟୋନ୍‌ରୋଗୀଙ୍କ ପାଇଁ ନାସ୍ପାତି ବହୁ ଉପକାରୀ। ପ୍ରତିଦିନ ଗୋଟିଏ ଗ୍ଲାସ ନାସ୍ପାତି ଜୁସ୍‌ ପିଇଲେ ଷ୍ଟୋନ୍‌ ସମସ୍ୟା ଦୂର ହୋଇଥାଏ। ଏଥିସହିତ ବାତ, ପିତ, କଫ ଆଦି ସମସ୍ୟା ମଧ୍ୟ ଦୂର ହୋଇଥାଏ।

ଭୋକ ବୃଦ୍ଧି କରେ :
ଭୋକ ଲାଗୁ ନ ଥିଲେ ନାସ୍ପାତି ଖାଆନ୍ତୁ। ଏହାକୁ ଖାଇଲେ ଖାଦ୍ୟ ପ୍ରତି ରୁଚି ଆସିଥାଏ। ନାସ୍ପାତି ଖଣ୍ଡ ଉପରେ ବିଟ ଲୁଣ ଦେଇ ଖାଇଲେ ଭୋକ ଲାଗିଥାଏ।

ଚର୍ମରୋଗରୁ ମୁକ୍ତି ଦିଏ :
କୌଣସି ଚର୍ମରୋଗ ଦେଖାଦେଲେ ନାସ୍ପାତି ତେଲ ବ୍ୟବହାର କରନ୍ତୁ। କୁଣ୍ଡେଇ ହେଉଥିବା ସ୍ଥାନରେ ଏହି ତେଲକୁ ଲଗାଇଲେ ଉପଶମ ମିଳିଥାଏ।
ଶାରୀରିକ ଶକ୍ତି ବଢ଼ାଏ :
ନାସ୍ପାତି ଖାଇଲେ ଶରୀରକୁ ପ୍ରଚୁରମାତ୍ରାରେ ଶକ୍ତି ମିଳିଥାଏ।

ଆନେମିଆ ରୋଗ ଦୂର କରେ :
ନାସ୍ପାତି ହେମୋଗ୍ଲୋବିନ୍‌ ସ୍ତର ବଢ଼ାଇଥାଏ। ଆନେମିଆରେ ପୀଡ଼ିତ ରୋଗୀ ନାସ୍ପାତି ଖାଇଲେ ଶରୀରରେ ରକ୍ତର ମାତ୍ରା ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri