ଏହି ବଲିଉଡ୍‌ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ ମଧ୍ୟ ମଡେଲିଂକୁ ନିଜର କ୍ୟାରିୟର ଭାବେ ବାଛି ନେଇଥିଲେ। ଇଲୋକ୍ଟ୍ରନିକ୍ସ ଓ କମ୍ୟୁନିକେଶନରେ ସେ ଡିଗ୍ରୀ ହାସଲ କରିଛନ୍ତି। ପ୍ରଥମେ କ୍ରିତି ତେଲଗୁ ଫିଲ୍ମ Nenokkadineରେ ମହେଶ ବାବୁଙ୍କ ସହ ଅଭିନୟ କରିଥିଲେ। ଏହାପରେ ସେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ଆଉ ସେଇଠି ସେ ସୁଲତାନ ସଲମାନଙ୍କ ବଡ ଫ୍ୟାନ୍‌ ପାଲଟି ଯାଇଥିଲେ। ସଲମାନଙ୍କୁ ସେ ତାଙ୍କର ପ୍ରଥମ କ୍ରସ ବୋଲି କୁହନ୍ତି। ହେଲେ ଏବେ ତାହା ତାଙ୍କ ପାଇଁ ଅତୀତ ହୋଇଯାଇଛି। ଜିରୋ ଫିଗର ମେଣ୍ଟେନ୍‌ କରୁଥିବା କ୍ରିତି କିନ୍ତୁ କେବେହେଲେ ଖାଦ୍ୟ ପାନୀୟରେ କଣ୍ଟ୍ରୋଲ କରନ୍ତି ନାହିଁ। ତାଙ୍କୁ ମିଠା ହାଲଓ୍ବା, କଷ୍ଟାର୍ଡ, ଚିଜ କେକ୍‌ ଓ ଚକୋଲଟ୍‌ ବହୁତ ପସନ୍ଦ ବୋଲି ସେ କୁହନ୍ତି। ଅବସର ସମୟରେ ଏହି ନାୟିକା ମେଡିଟେଶନ କରିବା, ଫିଲ୍ମ ଦେଖିବା, ଖାଦ୍ୟ ପ୍ରସ୍ତୁତ କରିବା, କବିତା ଲେଖିବା ଓ ଡ୍ୟାନ୍ସ କରିବାକୁ ପସନ୍ଦ କରନ୍ତି। ସେ ଜଣେ ପ୍ରଫେଶନାଲ କଥକ ଡ୍ୟାନ୍ସର।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri