Posted inଫୁରସତ

ଏହି ବୃଦ୍ଧାଙ୍କ ଇଂଲିଶ୍‌ ଶୁଣିଲେ ଶଶି ଥରରୁ ବି ପ୍ରଶଂସା କରିବେ!

ବଲିଉଡ୍‌ ଫିଲ୍ମରେ ବହୁ ପ୍ରକାରର ଇଂଲିଶ ଶବ୍ଦକୁ ବ୍ୟବହାର କରାଯାଉଥିବା ଶୁଣିବାକୁ ମିଳିଥାଏ। କିନ୍ତୁ ଯଦି କଠିନରୁ କଠିନ ଇଂଲିଶ କଥା ଆସେ ତେବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ନାଁ ପ୍ରଥମେ ଆସିଥାଏ। ସେ ଏଭଳି ଶବ୍ଦ କହିଥାନ୍ତି ଯାହା ସାଧାରଣ ଲୋକଙ୍କୁ ଉଚ୍ଚାରଣ କରିବାରେ କଷ୍ଟକର ହୋଇପଡ଼ିଥାଏ। କିଛି କିଛି ତାଙ୍କର ଲିଖିତ ଶବ୍ଦ ରହିଛି ଯାହାକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ବ୍ୟବହାର ମଧ୍ୟ କରାଯାଇନାହିଁ। ଇତିମଧ୍ୟରେ ଜଣେ ବୃଦ୍ଧାଙ୍କ ଇଂଲିଶ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଶୁଣିଲେ ଥରୁର ଉକ୍ତ ବୃଦ୍ଧାଙ୍କର ଫ୍ୟାନ୍ସ ହୋଇଯିବା ସହ ପ୍ରଶଂସା ନ କରି ରହିପାରିବେ ନାହିଁ ବୋଲି କୁହାଯାଉଛି। ଭାଇରାଲ ହୋଇଥିବା ଭିଡିଓରେ ଜଣେ ବୃଦ୍ଧା ମହାତ୍ମା ଗାନ୍ଧୀଙ୍କ ବିଷୟରେ ଇଂଲିଶରେ ବର୍ଣ୍ଣନା କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଶେୟାର କରାଯିବା ସହ କ୍ୟାପଶନ୍‌ରେ ଲେଖାହୋଇଛି, ସ୍ପୋକନ୍‌ ଇଂଲିଶ ପାଇଁ ଏହି ବୃଦ୍ଧାଙ୍କୁ ୧୦ରୁ କେତେ ମାର୍କ ମିଳିବ। ଏପର୍ଯ୍ୟନ୍ତ ଏହି ଭିଡିଓକୁ ୨ଲକ୍ଷ ୭୬ ହଜାର ଲୋକ ଦେଖିସାରିଥିବା ବେଳେ ଏହାକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ଏଥିସହ କେତେକ ୟୁଜର୍ସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୃଦ୍ଧାଙ୍କ ଇଂଲିଶ୍‌ ଥରୁରଙ୍କ ଠାରୁ ମଧ୍ୟ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri