Posted inଫୁରସତ

ଏହି ବୌଦ୍ଧ ମଠରେ ଥିବା ଅଷ୍ଟଧାତୁ ମୂର୍ତ୍ତି ମୁଣ୍ଡରେ ବଢୁଛି କେଶ…

ହିମାଚଳପ୍ରଦେଶ କିନୌରରେ ରହିଛି ରୋପା ଗାଁ। ଏଠାରେ ଥିବା ବୌଦ୍ଧ ମଠରେ ଅଛି ଭଗବାନ ମେଲାରୋପାଙ୍କ ଅଷ୍ଟଧାତୁ ମୂର୍ତ୍ତି। ମେଲାରୋପାଙ୍କୁ ବୁଦ୍ଧଙ୍କ ଅବତାର ଭାବେ ଶ୍ରଦ୍ଧାଳୁମାନେ ଗ୍ରହଣ କରିଥାନ୍ତି। ଦୀର୍ଘବର୍ଷ ତପସ୍ୟା କରିବା ପରେ ସେ ବୁଦ୍ଧତ୍ୱ ପ୍ରାପ୍ତି ହୋଇଥିଲେ। ପରେ ମଠରେ ତାଙ୍କର ମୂର୍ତ୍ତି ସ୍ଥାପନ କରାଯାଇଥିଲା। ଏହି ମୂର୍ତ୍ତିର ମୁଣ୍ଡରେ ଜୀବନ୍ତ ମଣିଷଙ୍କ ଭଳି କେଶ ରହିଛି। ଏସବୁ କେଶ ବଢ଼ିଥାଏ ବୋଲି ଗାଁର ବାସିନ୍ଦା କୁହନ୍ତି। କୌତୁହଳ ବଶତଃ କେଶକୁ ଛିଣ୍ଡାଉଥିବା ବ୍ୟକ୍ତି ଶୀଘ୍ର ବୁଢ଼ା ହୋଇଯାଇ ମୃତ୍ୟୁବରଣ କରୁଥିବା ଲୋକେ କୁହନ୍ତି। ତେଣୁ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଏପରି କରିବାକୁ ବାରଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri