ଏହି ସବୁ ସମସ୍ୟାରୁ ମୁକ୍ତି ଦିଏ ଜାଇଫଳ

ସ୍ବାସ୍ଥ୍ୟ ହିଁ ସମ୍ପଦ। ନିଜକୁ ସୁସ୍ଥ ରଖିବା ଲାଗି ମଣିଷ ସର୍ବଦା ତତ୍ପର। ତେବେ ଏପରି କିଛି ଜିନିଷ ଅଛି, ଯାହାକୁ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ। ସେହିପରି ଜାଇଫଳ ମଧ୍ୟ ଗୁଣକାରୀ ଏବଂ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହା ଶରୀରକୁ କାର୍ଯ୍ୟକ୍ଷମ କରିବା ସହିତ ପାଚନ ପ୍ରକ୍ରିୟା ସୁଦୃଢ଼ କରିଥାଏ।

-ନିଦ୍ରାହୀନତା ଭଳି ବଡ଼ ସମସ୍ୟାରୁ ଜାଇଫଳ ମୁକ୍ତି ଦେଇଥାଏ। ଇନ୍‌ସୁମାନିଆ ଏପରି ଏକ ରୋଗ, ଯେଉଁଥିରେ ବାରମ୍ବାର ନିଦ ଭାଙ୍ଗିବା ସମସ୍ୟା ଦେଖାଯାଇଥାଏ। ପ୍ରାୟ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଇଥାଏ। ଜାଇଫଳ ଖାଇବା ଦ୍ୱାରା ଶରୀରରେ ସେରୋଟୋନିନ୍‌ ହର୍ମୋନ ବଢ଼ିଥାଏ, ଯାହା ଅନେକ ପ୍ରକାର ଚିନ୍ତାରୁ ମୁକ୍ତି ଦେଇଥାଏ। ଜାଇଫଳ ଖାଇବା ଫଳରେ ଏହି ସମସ୍ୟା ମଧ୍ୟ ଦୂରେଇ ଯାଇଥାଏ।

-ଶରୀରକୁ ସୁସ୍ଥ ରଖି କାର୍ଯ୍ୟକ୍ଷମ କରାଏ ଜାଇଫଳ।

ବ୍ୟବହାର
ଏହାର ଗୁଣ୍ଡକୁ ଚା’ ରେ ମିଶାଇ ପିଇବା ସହ ରାତିରେ କ୍ଷୀରରେ ପକାଇ ପିଇପାରିବେ। ଏପରି କରିବା ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ମସଲା ଭାବେ ମଧ୍ୟ ଖାଦ୍ୟରେ ଗ୍ରହଣ କରିପାରିବେ। ଏହା ଦ୍ୱାରା ଖାଦ୍ୟର ସ୍ବାଦ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri