Posted inଜାତୀୟ

ଏହି ସ୍ମାର୍ଟଫୋନ ବ୍ୟବହାର କରନ୍ତି ମୋଦି, ଶାହ

ନୂଆଦିଲ୍ଲୀ, ୨୩।୬: ଆଜିକାଲି ସ୍ମାର୍ଟଫୋନ ଧରିବା ଅଛି ସମସ୍ତଙ୍କର ସଉକ। ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ତଥା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ବିଭିନ୍ନ ସଦସ୍ୟ କେଉଁ ସ୍ମାର୍ଟ ଫୋନ୍‌ ବ୍ୟବହାର କରନ୍ତି, ତାହା ଜାଣିବାକୁ ସମସ୍ତେ ଇଚ୍ଛୁକ ଥିବେ। ଜାଣନ୍ତୁ କିଏ କେଉଁ ଫୋନ୍‌ ଧରନ୍ତି..
ମୋଦି ଆପଲ୍‌ର ଆଣ୍ଡ୍ରଏଡ୍‌ ସ୍ମାର୍ଟଫୋନ ବ୍ୟବହାର କରନ୍ତି। ସୁରକ୍ଷା ଦୃଷ୍ଟିକୋଣରୁ ସେ ଲାଟେଷ୍ଟ ମଡେଲ ଆପଲ୍‌ ଫୋନ୍‌ ଧରନ୍ତି ବୋଲି କୁହାଯାଏ। ୨୦୧୮ରେ ଚାଇନା ଏବଂ ଦୁବାଇ ଗସ୍ତବେଳେ ମୋଦିଙ୍କୁ ଆଇଫୋନ-୬ ସିରିଜ୍‌ର ଫୋନ ବ୍ୟବହାର କରୁଥିବା ଲକ୍ଷ୍ୟ କରାଯାଇଥିଲା। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବ୍ରାଣ୍ଡ ନ୍ୟୁ ଆପଲ୍‌ ଏକ୍ସଏସ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri