Posted inଖେଳ

ଏହି ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା

ଭାରତୀୟ କ୍ରିକେଟର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ରୋହିତ ପଡିଆକୁ ଆସିବା ପୂର୍ବରୁ ଏବଂ ପରେ ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି। ଏହି ଅନ୍ଧବିଶ୍ୱାସ ପାଳନ କଲେ ସେ ଭଲ ଖେଳି ପାରିବେ ବୋଲି ତାଙ୍କର ଧାରଣା ରହିଛି। ସେହି ଅନ୍ଧବିଶ୍ୱାସଗୁଡିକ ବିଷୟରେ ଜାଣନ୍ତୁ।
– ମ୍ୟାଚ୍‌ ଦିନ ସକାଳୁ ଏକ ଗ୍ଲାସରେ କଫି ପିଇଥାନ୍ତି ରୋହିତ
-ମ୍ୟାଚ୍‌ ଦିନ ପଡିଆକୁ ଯିବା ପୂର୍ବରୁ ସେ ସ୍ତ୍ରୀ ରିତିକା ସଜଦେହଙ୍କୁ ଫୋନ୍‌ କରିଥାନ୍ତି। ଏହାଦ୍ୱାରା ସେ ପଡିଆରେ ଭଲ ପ୍ରଦର୍ଶନ କରିପାରିବେ ବୋଲି ତାଙ୍କର ଧାରଣା ରହିଛି।
-ରୋହିତଙ୍କ ପଡିଆକୁ ଯିବାବେଳେ ଡାହାଣ ଗୋଡ ପ୍ରଥମେ ପଡିଆରେ ରଖନ୍ତି।
-ପଡିଆରେ ଖେଳିବା ବେଳେ ସେ ଚାରିଆଡକୁ ଚାହାନ୍ତି। ଯେଉଁ ଯାଗା ଦେଖିବାକୁ ତାଙ୍କୁ ଶାନ୍ତି ଦିଏ ସେହି ଯାଗାକୁ ବାରମ୍ବାର ଦେଖିବାକୁ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri