ଏହି ୪ଟି ରୋଗରେ ଆକ୍ରାନ୍ତ ଲୋକ କାଜୁଠାରୁ ଦୂରେଇ ରୁହନ୍ତୁ

ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁଟର୍‌ସ ଖାଇଥାନ୍ତି। ଏହାବ୍ୟତୀତ କାଜୁକୁ ତରକାରି ଓ ମିଠା ପ୍ରସ୍ତୁତିରେ ମଧ୍ୟ ବ୍ୟବହାର କରାଯାଇଥାଏ। କେତେକ ମିଠା କେବଳ କାଜୁରେ ହିଁ ପ୍ରସ୍ତୁତି ହୋଇଥାଏ। ତେବେ ଏହା ସ୍ବାଦିଷ୍ଟ ସହ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ମାତ୍ର ଏପରି କିଛି ଲୋକ ଅଛନ୍ତି ଯେଉଁମାନଙ୍କ ପାଇଁ କାଜୁ ଆଦୌ ଲାଭଦାୟକ ହୋଇ ନ ଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ପେଟ ସମସ୍ୟା ଥିବା ବ୍ୟକ୍ତି
ଯେଉଁ ବ୍ୟକ୍ତିଙ୍କ ପେଟ ସମସ୍ୟା ଥିବ, ତାଙ୍କୁ କାଜୁଠାରୁ ଦୂରେଇ ରଖିବା ଜରୁରୀ । ନଚେତ୍‌ ଏହି ସମସ୍ୟା ଅଧିକ ବଢ଼ିବା ଆଶଙ୍କା ଦେଖାଯାଇଥାଏ।

ଉଚ୍ଚ ରକ୍ତଚାପ
ଏହି ବ୍ୟକ୍ତି ମଧ୍ୟ କାଜୁ ଖାଇବା ଉଚିତ ହୋଇ ନ ଥାଏ। କାରଣ ଏଥିରେ ଥିବା ସୋଡିୟମ ରକ୍ତଚାପକୁ ବଢ଼ାଇ ଦେଇଥାଏ।

ଅଧକପାଳି ମୁଣ୍ଡବିନ୍ଧା

ଅଧକପାଳି ମୁଣ୍ଡବିନ୍ଧା ହେଉଥିବା ଲୋକେ ଏହାକୁ ନ ଖାଇବା ଭଲ। ଏଥିରେ ଥିବା ଏମିନୋ ଏସିଡ୍‌ ମୁଣ୍ଡ ବିନ୍ଧା ବଢ଼ାଇଥାଏ।

ପିତ୍ତକୋଷରେ ଷ୍ଟୋନ୍‌:

ପିତ୍ତକୋଷରେ ଷ୍ଟୋନ୍‌ ହୋଇଥିବା ଲୋକ ଏହାକୁ ଖାଇବା ମନା।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri