ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍‌

ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍‌ ପ୍ରମାଣ କରିଛନ୍ତି କେତେକ ଅଭିନେତ୍ରୀ ଅଭିନେତା। ପ୍ରାୟତଃ କୁହାଯାଏ ପ୍ରେମ ଅନ୍ଧ। ଏହା ରଙ୍ଗ,ରୂପ, ଗୁଣ ଦେଖି ନ ଥାଏ। ତେବେ ଏପରି କେତେକ ଅଭିନେତ୍ରୀଙ୍କ ସମ୍ପର୍କରେ ଜାଣନ୍ତୁ ଯେଉଁମାନଙ୍କ ବୟସ ସେମାନଙ୍କ ସ୍ବାମୀଙ୍କଠାରୁ ଅଧିକ…

ହର୍ଷ ଲିମ୍ବାଚିଆ ଏବଂ ଭାରତୀ ସିଂ
ହର୍ଷ ଲିମ୍ବାଚିଆଙ୍କଠାରୁ ଭାରତୀ ସିଂ ୮ ବର୍ଷ ବଡ଼ ହୋଇଥିଲେ ମଧ୍ୟ ଦୁହେଁ ବିବାହ କରିଥିଲେ। ଭାରତୀ ସିଂ ଟିଭିର ହସ କ୍ୱିନ୍‌ ଭାବରେ ମଧ୍ୟ ଜଣାଶୁଣା । ଦୀର୍ଘଦିନ ଧରି ଭାରତୀଙ୍କୁ ଡେଟ୍‌ କରିବା ପରେ ହର୍ଷ ୨୦୧୭ ରେ ବିବାହ କରିଥିଲେ।

ପରମିତ ସେଠୀ ଏବଂ ଅର୍ଚ୍ଚନା ପୁରନ ସିଂ
ଗୋଟିଏ ସମୟରେ ପରମିତ ଏବଂ ଅର୍ଚ୍ଚନାଙ୍କ ସମ୍ପର୍କକୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏହା ସତ୍ତ୍ୱେ ଦୁହେଁ ପରସ୍ପରକୁ ଛାଡି ନ ଥିଲେ। ପରମିତ ୧୯୯୨ରେ ତାଙ୍କଠାରୁ ୭ବର୍ଷ ବଡ଼ ଅର୍ଚ୍ଚନାଙ୍କୁ ବିବାହ କରିଥିଲେ। ବିବାହ ପୂର୍ବରୁ ଦୁହେଁ ୪ ବର୍ଷ ପର୍ଯ୍ୟନ୍ତ ଲିଭ୍‌-ଇନ୍‌ରେ ରହୁଥିଲେ ।

ଜୟ ଭାନୁଶାଲି ଏବଂ ମାହି ବିଜ
ଜୟ ଭାନୁଶାଲି ତାଙ୍କଠାରୁ ୨ ବର୍ଷ ବଡ଼ ମାହି ବିଜଙ୍କୁ ୨୦୧୧ରେ ବିବାହ କରିଥିଲେ। ଦୁହେଁ ବିବାହର କିଛି ଦିନ ପୂର୍ବରୁ ସମ୍ପର୍କ ରଖିଥିଲେ। ମାହି ବିଜ ଟେଲିଭିଜନ୍‌ ଜଗତର ଜଣେ ପ୍ରସିଦ୍ଧ ଅଭିନେତ୍ରୀ।

ସୁୟାଶ ରାୟ ଏବଂ କିଶୋର ମର୍ଚାଣ୍ଟ
ଟେଲିଭିଜନ ଜଗତର ପ୍ରସିଦ୍ଧ ଦମ୍ପତିମାନଙ୍କ ମଧ୍ୟରୁ ସୁୟାଶ ଏବଂ କିଶୋର ଅନ୍ୟତମ। ଦୁହେଁ ୨୦୧୬ରେ ବିବାହ କରିଥିଲେ। କିଶ୍ୱର ସୁୟାଶଙ୍କଠାରୁ ୮ ବର୍ଷ ବଡ଼।

ମୋହିତ ସେହଗଲ ଏବଂ ସନୟା ଇରାନୀ
ମୋହିତ ସେହଗଲ ୨୦୧୬ରେ ତାଙ୍କଠାରୁ ୨ ବର୍ଷ ବଡ ସନୟା ଇରାନୀଙ୍କୁ ବିବାହ କରିଥିଲେ। ଦର୍ଶକ ସନୟାଙ୍କ ସୁନ୍ଦର ହସ ଅଭିନୟ ପାଇଁ ତାଙ୍କୁ ବେଶ୍‌ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri