ଏୟାରଟେଲ୍‌ ଉପଭୋକ୍ତା ଏବେ ସମସ୍ତ ନେଟଓ୍ବର୍କକୁ କରିପାରିବେ ଅନ୍‌ଲିମିଟେଡ୍‌ ଫ୍ରି କଲ୍‌

ନୂଆଦିଲ୍ଲୀ,୭।୧୨: ଟେଲିକମ କମ୍ପାନୀଙ୍କ କଲ୍‌ ରେଟ୍‌କୁ ନେଇ ଏବେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଉଛନ୍ତି। ଏତିକି ବେଳେ କିନ୍ତୁ ଏୟାରଟେଲ ତା’ ଉପଭୋକ୍ତାଙ୍କ ପାଇଁ ଆଣିଛି ଖୁସି ଖବର। କାରଣ ଏବେ କମ୍ପାନୀ ଫେୟାର ୟୁସେଜ ପଲିସି ଲିମିଟ(ଏଫ୍‌ୟୁପି)ଚାର୍ଜକୁ ହଟାଇ ଦେଇଛି। ଏହା ହଟିଯିବା ପରେ ଏବେ ଉପଭୋକ୍ତା ଅନ୍ୟ ନେଟଓ୍ବର୍କକୁ ଅନ୍‌ଲିମିଟେଡ କଲ୍‌ କରିପାରିବେ ବୋଲି କମ୍ପାନୀ କହିଛି। ଏହା ପୂର୍ବରୁ ଏୟାରଟେଲ ନିଜ ଟାରିଫରେ ପରିବର୍ତ୍ତନ କରି ଏୟାରଟେଲ ବ୍ୟତୀତ ଅନ୍ୟ ନେଟଓ୍ବର୍କକୁ କଲ୍‌ ପାଇଁ ଲିମିଟେଡ ରେଟ୍‌ (୬ ପଇସା ପ୍ରତି ମିନିଟ୍‌)ରଖିଥିଲା। ଏବେ ଏଫ୍‌ୟୁପି ହଟାଯିବା କଥା କମ୍ପାନୀ ପକ୍ଷରୁ ଟୁଇଟ୍‌ କରି କୁହାଯାଇଥିବା ଜଣାପଡିଛି। ଆଉ ଏହା ହଟିଯିବା ପରେ ଏବେ ଉପଭୋକ୍ତା ଏହାର ଲାଭ ଉଠାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri