Posted inଜାତୀୟ

ଏୟାର ଇଣ୍ଡିଆକୁ ମିଳିବ ବି୭୭୭ ବିମାନ

ନୂଆଦିଲ୍ଲୀ,୯ା୬: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏୟାର ଇଣ୍ଡିଆକୁ ବୋଇଂ କମ୍ପାନୀ ଦୁଇଟି ଅତ୍ୟାଧୁନିକ ବି୭୭୭ ବିମାନ ଯୋଗାଇଦେବ। ଜୁଲାଇରେ ଏହି ବିମାନ ମିଳିବାକୁ ଥିବାବେଳେ କୋଭିଡ୍‌-୧୯ କାରଣରୁ ବିଳମ୍ବ ହୋଇଥିବା ଜଣେ ଅଧିକାରୀ କହିଛନ୍ତି। ଉକ୍ତ ବିମାନକୁ ଭାରତୀୟ ବାୟୁସେନାର ପାଇଲଟ ଉଡାଇବେ। ଏହାର ପରିଚାଳନା ଓ ରକ୍ଷଣାବେକ୍ଷଣ ଏୟାର ଇଣ୍ଡିଆ ଇଞ୍ଜିନିୟରିଂ ସର୍ଭିିସେସ୍‌ ଲିମିଟେଡ୍‌ କରିବ। ସମ୍ପ୍ରତି ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯାତ୍ରା ପାଇଁ ଏୟାର ଇଣ୍ଡିଆର ବି୭୪୭ ବିମାନ ବ୍ୟବହୃତ ହେଉଛି, ଯାହା ଏୟାର ଇଣ୍ଡିଆ ଓ୍ବାନ୍‌ ଭାବେ ନାମିତ ହୋଇଛି।
ନୂଆ ବିମାନ ବି୭୭୭ର ବିଶେଷତ୍ୱ ହେଲା ଏଥିରେ ଅତ୍ୟାଧୁନିକ ମିଶାଇଲ ଡିଫେନ୍ସ ସିଷ୍ଟମ ଏବଂ ସେଲ୍ଫ ପ୍ରୋଟେକ୍ସନ ସୁଟ୍‌ ରହିଛି, ଯାହା ବିମାନକୁ ଶତ୍ରୁ ଆକ୍ରମଣରୁ ସୁରକ୍ଷିତ ରଖିପାରିବ। ୧୯୦ ନିୟୁତ ଡଲାର ମୂଲ୍ୟରେ ଦୁଇଟି ଡିଫେନ୍ସ ସିଷ୍ଟମ ଯୋଗାଇଦେବା ଲାଗି ଆମେରିକା ଫେବୃୟାରୀରେ ରାଜି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?