ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି ଥରେ ଉଡାଣ ଆରମ୍ଭ କରିଛି।
ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି ଥରେ ଉଡାଣ ଆରମ୍ଭ କରିଛି।
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…
ଭୁବନେଶ୍ୱର,୨୦।୮(ସୁନିତ୍ ମିଶ୍ର):ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…
ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…
ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…
ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…
ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…