Categories: ଜାତୀୟ

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଲଣ୍ଡନରେ ଜରୁରୀ ଅବତରଣ

ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ବୋମା ନ ଥିବା ସ୍ପଷ୍ଟ ହେବା ପରେ ଏହା ପୁଣି ଥରେ ଉଡାଣ ଆରମ୍ଭ କରିଛି।

Share