ଏୟାର ଇଣ୍ଡିଆ ମ୍ୟାନେଜମେଣ୍ଟକୁ ପାଇଲଟଙ୍କ ଚେତାବନୀ; ବକେୟା ଦରମା ଦିଅ ନଚେତ୍‌ ନୋଟିସ ପିରିୟଡ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୮-୭: ଏୟାର ଇଣ୍ଡିଆ ପାଇଲଟଙ୍କ ପକ୍ଷରୁ ମ୍ୟାନେଜମେଣ୍ଟକୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି। କମ୍ପାନୀ ତୁରନ୍ତ ସେମାନଙ୍କ ଦରମା ବାବଦରେ ବକେୟା ପ୍ରଦାନ କରୁ ନଚେତ୍‌ ଚାକିରି ଛାଡ଼ିବା ଲାଗି ୬ ମାସର ନୋଟିସ ପିରିୟଡକୁ ପ୍ରତ୍ୟାହାର କରୁ ବୋଲି ପାଇଲଟ ୟୁନିୟନ ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, ଏୟାର ଇଣ୍ଡିଆ ନିକଟରେ ଅକ୍ଟୋବର ପରେ ଦରମା ଦେବାକୁ ଅର୍ଥ ନାହିଁ। ସରକାର କମ୍ପାନୀକୁ ଆର୍ଥିକ ସହାୟତା ପ୍ରଦାନ ନ କଲେ ଏୟାର ଇଣ୍ଡିଆ ବନ୍ଦ ହୋଇଯିବାର ସମ୍ଭାବନା ରହିଛି। ଇଣ୍ଡିଆନ କମର୍ସିଆଲ ପାଇଲଟ୍ସ ଆସୋସିଏଶନ ପକ୍ଷରୁ ମ୍ୟାନେଜମେଣ୍ଟକୁ ପତ୍ର ଲେଖି ଜଣାଇଛି ଯେ, କମ୍ପାନୀର ସମସ୍ତ କର୍ମଚାରୀଙ୍କୁ ୧୦୦ ପ୍ରତିଶତ ଦରମା ମିଳିଥିବା ବେଳେ ପାଇଲଟଙ୍କୁ ୭୦% ମିଳିଛି। ଅଫିସର ମାନେ ସେମାନଙ୍କ ପୂର୍ଣ୍ଣ ଦରମା ନେଉଥିବା ବେଳେ ପାଇଲଟଙ୍କୁ କାହିଁକି ସମ୍ପୂର୍ଣ୍ଣ ଦରମା ଦିଆଯାଉନାହିଁ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri