Posted inଖେଳ

ଐତିହାସିକ ମ୍ୟାଚ୍‌ରେ ପଙ୍କଜ ଅତିଥି

କଟକ ଅଫିସ,୨୩।୧୧- ଇଡେନ୍‌ ଗାର୍ଡେନଠାରେ ଖେଳାଯାଉଥିବା ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ । କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ(ସିଏବି) ପକ୍ଷରୁ ଓସିଏ ପଦାଧିକାରୀଙ୍କୁ ଆମନ୍ତ୍ରଣ କରାଯାଇଥିଲା । ସଭାପତି ପଙ୍କଜଙ୍କ ସମେତ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ପଙ୍କଜ ସିଏବି ସଭାପତି ଅଭିଷେକ ଡାଲମିଆଙ୍କୁ ଭେଟିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri