Posted inଜାତୀୟ

ଐତିହାସିକ ରାମଚନ୍ଦ୍ର ଗୁହା ଅଟକ

ବେଙ୍ଗାଲୁରୁ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବୁଦ୍ଧିଜୀବିମାନେ ମଧ୍ୟ ରାସ୍ତାକୁ ଓହ୍ଲାଇଥିବା ଦେଖାଯାଇଛି। ମୋଦି ସରକାରଙ୍କୁ ଘୋର ବିରୋଧ କରୁଥିବା ଐତିହାସିକ ରାମଚନ୍ଦ୍ର ଗୁହା ସିଏଏକୁ ବିରୋଧ କରୁଥିବା ବେଳେ ଗୁହାଙ୍କ ସମେତ ଅନ୍ୟ ୩୦ ଜଣଙ୍କୁ ଗୁରୁବାର ବେଙ୍ଗାଲୁରୁ ପୋଲିସ ଅଟକ ରଖିଥିବା ଜଣାପଡିଛି। ଏମାନେ ଟାଉନ୍‌ ହଲ୍‌ ସାମ୍ନାରେ ସିଏଏକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା ସମୟରେ ପୋଲିସ ଏମାନଙ୍କୁ ଅଟକ ରଖିଛି। ଏହାକୁ ନେଇ ଗୁହା ଟୁଇଟର ମାଧ୍ୟମରେ ବେଙ୍ଗାଲୁରରର ନାଁ ବଦନାମ କରିଥିବା ପୋଲିସକୁ ଆକ୍ଷେପ କରି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri