ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ :ଦେବାଶିଷ ପଣ୍ଡା ଟପ୍ପର

କଟକ ଅଫିସ, ୭ା୧- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ ପର୍ଯ୍ୟାୟ ତଥା ବ୍ୟକ୍ତିତ୍ୱ ପରୀକ୍ଷା କରାଯାଇଥିଲା। ସର୍ବାଧିକ ନମ୍ବର ହାସଲ କରି ଦେବାଶିଷ ପଣ୍ଡା ଚଳିତବର୍ଷ ଓଏଏସ୍‌ ଟପ୍ପର ହୋଇଥିବାବେଳେ ଋତୁପର୍ଣ୍ଣା ମହାପାତ୍ର ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଆକାଶ କୁମାର ପଣ୍ଡା, ସନ୍ତୋସିନୀ ଦାସ, ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡା, ଶକ୍ତିଶ୍ରୀ ଅନିଲ ରଞ୍ଜନ ସାହୁ, ଶତାବ୍ଦୀ ରାୟ, ଦମୟନ୍ତୀ ସାହୁ, ଶକ୍ତି ମହାପାତ୍ର ଓ ସ୍ମରଣିକା ଟୁଲୋ ଯଥାକ୍ରମେ ୩ୟରୁ ୧୦ମ ସ୍ଥାନରେ ରହିଛନ୍ତି।
ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସରକାରୀ ସୁବିଧା ତ୍ରୁଣମୁଳ ସ୍ତରରେ ପହଞ୍ଚାଇବା ସହ ସେବାକୁ ଧର୍ମ କରି ରାଜ୍ୟ ତଥା ଓ ଲୋକଙ୍କ ଉନ୍ନତି କରିବା ସମସ୍ତ ଲକ୍ଷ୍ୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri