ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ ବେହେରା ଓ ମାଆଙ୍କ ନାମ ସୁଷମା । ବର୍ତ୍ତମାନ ସେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଜଲେଶପେଟା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି।