ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ୫୮ ତହସିଲଦାରଙ୍କୁ ବିଡିଓ ନିଯୁକ୍ତି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ୫୮ ଜଣ ତହସିଲଦାରଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯିବା ସହିତ ସେମାନଙ୍କୁ ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏ ନେଇ ସୋମବାର ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି,ବାହନଗା ତହସିଲଦାର ଦେବଯାନୀ ଭୂୟାଁ, ବିଷମ କଟକ ତହସିଲଦାର ଆଲବର୍ଟ ଲାକ୍ରାଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେମାନଙ୍କୁ ସେହି ତହସିଲର ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଗୁମା ତହସିଲଦାର ନଟବର ଗରଡା,କାଲିମେଳା ତହସିଲଦାର ଉମା ଶଙ୍କର ଦଳେଇ, କୁଚିଣ୍ଡା ତହସିଲଦାର ନିଶି ପୋନମ ମିଞ୍ଜ, କୋମନା ତହସିଲଦାର ଶ୍ୟାମଲ କୁମାର ରାୟ, କୁନ୍ଦ୍ରା ତହସିଲଦାର ଶ୍ୱେତା ସ୍ନିଗ୍ଧା, ରାଜକନିକା ତହସିଲଦାର ଡି.ଏସ. ସୁଭଦର୍ଶିନୀ ଯୋଶୀ ପ୍ରମୁଖଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହିତ ସେହି ତହସିଲର ତହସିଲଦାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri