ଓଏମ୍‌ଇସିଏଲ ପାଇପାରେ ୨ଟି ଖଣି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍‌ଇସିଏଲ୍‌)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍‌ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ ଆଲୋଚନା କରୁଥିବା ଜଣାପଡିଛି। ଗତ ମାସରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ରାଜ୍ୟ ଗସ୍ତରେ ଆସିଥିଲେ। ଓଏମ୍‌ଇସିଏଲ୍‌କୁ ୨ ଖଣି ଦେବା ପାଇଁ ସେ ସମୟରେ ତାଙ୍କୁ ଅନୁରୋଧ କରାଯାଇଥିବା ଜଣେ ଅଧିକାରୀ କହିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ରେ ଏହି ଦୁଇ ଖଣିର ପୂର୍ବ ଲିଜ୍‌ ଅବଧି ସମାପ୍ତ ହେଉଛି। ଚଳିତଥର ଖଣି ଖନନ ପରେ ସୃଷ୍ଟି ହେଉଥିବା ଗର୍ତ୍ତକୁ ପୋତିବା, ଆଖପାଖ ଅଞ୍ଚଳର ପରିବେଶ ସମ୍ପର୍କିତ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri