ଓଏମ୍‌ସି ଗନ୍ଧମାର୍ଦ୍ଦନ ଲୌହଖଣି, ପାରିପାର୍ଶ୍ୱିକ ଗ୍ରାମରେ ବିଶୋଧନ

କେନ୍ଦୁଝର,୧୭ା୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟୀସ୍ଥିତ ଓଡ଼ିିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହଖଣି ଏବଂ ଏହାର ଚତୁଃପାର୍ଶ୍ୱରେ ଅବସ୍ଥିତ ଗ୍ରାମଗୁଡିକୁ ଓଏମ୍‌ସି ଖଣିରେ ଉତ୍ତୋଳନ କରୁଥିବା କଳିଙ୍ଗ କମର୍ସିଆଲ କର୍ପୋରେସନ ଲିଃ. ସଂସ୍ଥା ବିଶୋଧନ କରିଛି। ଲକ୍‌ଡାଉନ ସମୟରେ ଗ୍ରାମବାସୀ ଓ କର୍ମଚାରୀଙ୍କ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡିଛି। ଓଏମ୍‌ସିର ପାରିପାର୍ଶ୍ୱିକ ଗ୍ରାମ ଇଚିଣ୍ଡା,ତଳକଇଁସାରୀ,ଉପର କଇଁସାରୀ,ଶୁଆକାଟୀ ବଜାର,ଭୂୟାଁ ସାହି ସମେତ ଓଏମସି କାର୍ଯ୍ୟାଳୟ,ଓଏମସି କଲୋନୀ,ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କାର୍ଯ୍ୟାଳୟ,ମାଇନିଂ ସରକାରୀ ପ୍ରାଥମିକ ବିଦ୍ୟାଳୟ,ଅଙ୍ଗନୱାଡି କେନ୍ଦ୍ର,ଗନ୍ଧମାର୍ଦ୍ଦନ ଖଣିର ଖନନ ଓ ଉତ୍ତୋଳନ ସ୍ଥାନ,ଖଣି ରାସ୍ତା,କେସିସି ଷ୍ଟାଫ୍‌ କଲୋନୀ,ଅଫିସ୍‌ ଗୁଡିକରେ ବିଶୋଧକ ଯୁକ୍ତ ଜଳ ସିଞ୍ଚନ କରାଯାଇଥିଲା। କରୋନା ସତର୍କତା ଅବଲମ୍ବନ ପୂର୍ବକ ଖଣିରେ ସାମାଜିକ ଦୂରତ୍ୱ ରକ୍ଷା କରି କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ହ୍ୟାଣ୍ଡସାନିଟାଇଜର, ସାବୁନ, ମାସ୍କ, ହ୍ୟାଣ୍ଡ ୱାସ ଇତ୍ୟାଦି ବଣ୍ଟନ କରାଯାଇଥିଲା। କେସିସିର ମାନବ ସମ୍ବଳ ଅଧିକାରୀ ଅକ୍ଷୟ ପାଲ,ମୁଖ୍ୟ ପ୍ରକଳ୍ପ ସଂଯୋଜକ ଜି.ଶ୍ରୀକୁମାର,ମେକାନିକାଲ ବିଭାଗ ମୁଖ୍ୟ ଭକ୍ତପ୍ରସାଦ ସେଠୀ ଏବଂ ଏଚ୍‌୍‌ଆର ଏକଜିକ୍ୟୁଟିଭ ବିଭୁପ୍ରସାଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ବିଶୋଧନ କାର୍ଯ୍ୟ ହେବା ସହ କରୋନା ସତର୍କତା ସାମଗ୍ରୀ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର…

ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…

ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ…

ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍‌ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ

କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍‌ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri