ଓଏସ୍‌ଆର୍‌ଟିସି କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହାର

କଟକ ଅଫିସ,୧୧।୭: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର କାର୍ଯ୍ୟରତ କର୍ମଚାରୀମାନେ ଗତ ଏପ୍ରିଲରୁ ଦରମା ପାଇନାହାନ୍ତି। ଏହା ବିରୋଧରେ ମଙ୍ଗଳବାରଠାରୁ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ। ସରକାର ସମସ୍ତ ବକେୟା ଟଙ୍କା ଦେବାକୁ ରାଜି ହେବା ପରେ ଆନ୍ଦୋଳନକୁ ବୁଧବାର ସନ୍ଧ୍ୟାରେ ପ୍ରତ୍ୟାହାର କରାଯାଇଛି। ଏହି ଆନ୍ଦୋଳନ ଯୋଗୁ ୪୦ରୁ ଊର୍ଦ୍ଧ୍ୱ ବସ୍‌ ଚଳାଚଳ ବନ୍ଦ ରହିଥିଲା। ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସୂଚନାଥାଉ କି, କିଛିଦିନ ପୂର୍ବରୁ ଦରମା ନ ପାଇବା କାରଣରୁ ଗଞ୍ଜାମ ଜିଲାରେ ସମାନ ପରିସ୍ଥିତି ଉପୁଜିଥିଲା। ଏହାପରେ କଟକ ଜୋନ୍‌ରେ ଏଭଳି ପରିସ୍ଥିତି ପରିବହନ ନିଗମର ପରିଚାଳନା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri