ଓଜନ କମାଇବାର ସହଜ ଉପାୟ

ଓଜନ ବଢ଼ିବା ଆଜିକାଲି ଏକ ସାଧାରଣ ସମସ୍ୟା। ଏହା ନିୟନ୍ତ୍ରଣରେ ନ ରହିଲେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ପରିଶ୍ରମ ଅନୁସାରେ ଆମକୁ ଆବଶ୍ୟକ ମୁତାବକ ବିଶ୍ରାମ ନେବାକୁ ପଡ଼ିଥାଏ। ତେଣୁ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୁଅନ୍ତୁ। ଏହାଦ୍ୱାରା ଓଜନ କେତେକାଂଶରେ ନିୟନ୍ତ୍ରିତ ରହିଥାଏ। ଅନେକ ବାହାର ଖାଦ୍ୟ ଏପରି କି ମସଲାଯୁକ୍ତ ଖାଦ୍ୟ ଖାଇବାକୁ ପସନ୍ଦ କରିଥାଆନ୍ତି। ଏପରି ଖାଦ୍ୟ ଯେତେ କମ୍‌ ଖାଇବେ ସେତେ ଭଲ। ଦୈନନ୍ଦିନ ଖାଦ୍ୟ ତାଲିକାରେ ଦହି ସାମିଲ କରନ୍ତୁ। ଏହା ଚର୍ବି କମାଇବାରେ ସାହାଯ୍ୟ କରିଥାଏ। ଆଉ ଏକ କଥା- ରାତ୍ରିଭୋଜନ ଏବଂ ନିଦ୍ରା ଯିବା ଭିତରେ ଅତିକମ୍‌ରେ ଦୁଇଘଣ୍ଟା ବ୍ୟବଧାନ ରହିବା ଦରକାର। ଏହାକୁ ଗୁରୁତ୍ୱ ଦେଲେ ଓଜନ କେତେକାଂଶରେ କମିଥାଏ। ଏହାବ୍ୟତୀତ ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳ ସାମିଲ କରନ୍ତୁ। କମ୍‌ ପାଣି ପିଇବା ଯୋଗୁ ଓଜନ ବଢ଼ିଥାଏ। ତେଣୁ ପ୍ରତିଦିନ ସନ୍ତୁଳିତ ଖାଦ୍ୟ ଖାଇବା ସହ ଅତିକମ୍‌ରେ ୪-୫ ଲିଟର ପାଣି ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri