ଓଜନ କମାଇବ କମଳା ଚୋପା

ଆଜିକାଲି ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। କିନ୍ତୁ କମଳା ଚୋପା ଓଜନ କମ୍‌ କରିବାରେ ସହାୟକ ହେବ ବୋଲଇ ଏକ ଗବେଷଣାରୁ ଜଣାପଡିଛି। ଔଷଧୀୟ ଗୁଣରେ ଭରପୂର ସବୁଠାରୁ ଉପକାରୀ ଫଳ ହେଉଛି କମଳା । ଏହାକୁ ସିଧା ଖାଆନ୍ତୁ କିମ୍ବା ରସ କରି ପିଅନ୍ତୁ, ଏହାର ପ୍ରଭାବରେ ଅନେକ ଶାରୀରିକ ସମସ୍ୟା ଦୂର ହୋଇଥାଏ। ଏହା ଏକ ଆଣ୍ଟିଅକ୍ସିଡେଣ୍ଟ ଓ ଶକ୍ତିକାରୀ ଫଳ। କେବଳ ଏହାର ରସ ନୁହେଁ, ଚୋପା ବି ଉପକାରୀ। କମଳା ଚୋପାରେ ଭିଟାମିନ୍‌ ବି୬, କ୍ୟାଲସିୟମ, ଫଲେଟ୍‌ ଭରପୂର ମାତ୍ରାରେ ଥାଏ। ଯାହା ଓଜନ କମାଇବାରେ ସହାୟକ ହୋଇଥାଏ। କମଳା ଚୋପା ଖଣ୍ଡେ ପ୍ରତିଦିନ ସକାଳୁ ଅଭ୍ୟାସ କରି ଚୋବାଇ ଖାଇଲେ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି। କମଳା ଚୋପାରୁ ତିଆରି ହେଉଥିବା ତୈଳ ମଧ୍ୟ ଖୁବ ଭଲ। କୋଲେଷ୍ଟ୍ରଲ, ଉଚ୍ଚ ରକ୍ତଚାପ, କର୍କଟ ଆଦିର ଚିକିତ୍ସା ଏହା ଦ୍ୱାରା କରାଯାଇ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri