ଓଜନ ହ୍ରାସରେ ସହାୟକ ହୁଏ ତେନ୍ତୁଳି

ତେନ୍ତୁଳି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ରୋଗ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ତେନ୍ତୁଳିର ଉପକାରୀ ଗୁଣ ବିଷୟରେ..

ଓଜନ କମ୍‌ କରେ
ତେନ୍ତୁଳି ଖାଇଲେ ଓଜନ ହ୍ରାସ ଘଟେ। ତେନ୍ତୁଳିରେ ହାଇଡ୍ରୋସିଟ୍ରିକ୍‌ ନାମକ ଏକ ଏସିଡ୍‌ ଥାଏ, ଯାହା, ଶରୀରରେ ଫ୍ୟାଟ୍‌ ଅଂଶ କମ୍‌ କରେ।

କ୍ୟାନ୍‌ସର ପାଇଁ ଉପକାରୀ
କ୍ୟାନ୍‌ସରରୁ ଦୂରେଇ ରହିବାକୁ ଚାହୁଁଥିଲେ ତେନ୍ତୁଳି ଖାଆନ୍ତୁ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ତତ୍ତ୍ୱ ଏବଂ ଟ୍ୟାଟ୍ରିକ୍‌ ଏସିଡ୍‌ ଭରପୂର ମାତ୍ରାରେ ଥାଏ। ଏହା କ୍ୟାନ୍‌ସର କୋଷିକାଗୁଡିକୁ ବଢିବାରୁ ରୋକିଥାଏ।

ଡାଇବେଟିସ୍‌ ନିୟନ୍ତ୍ରଣ କରେ
ଡାଇବେଟିସ୍‌ ରୋଗୀଙ୍କ ପାଇଁ ତେନ୍ତୁଳି ବେଶ୍‌ ଉପକାରୀ। ଏହା ବ୍ଲଡ୍‌ ସୁଗାର ସ୍ତର ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ।

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ
ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ମଧ୍ୟ ଏହା ଅନେକ ଉପକାରୀ ହୋଇଥାଏ। ତେନ୍ତୁଳିରେ ଥିବା ପୋଟାସିୟମ ରକ୍ତରେ ଥିବା ସୋଡିୟମ ମାତ୍ରାକୁ କ୍ମ୍‌ କରି ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ।

ଥଣ୍ଡା ଦୂରକରେ
ଥଣ୍ଡା ହୋଇଥିଲେ ଏକ ଗ୍ଲାସ୍‌ ଉଷୁମପାଣିରେ ଗୋଟେ ଚାମଚ ତେନ୍ତୁଳି ରସ ପକାଇ ପିଇଲେ ଥଣ୍ଡାରୁ ଉପଶମ ମିଳିବ।

ହଜମ ହେଉ ନ ଥିଲେ
ତେନ୍ତୁଳି ଖାଦ୍ୟକୁ ହଜମ କରାଇବାରେ ସାହାଯ୍ୟ କରେ ତେନ୍ତୁଳି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri