ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍‌ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି

ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ ଚନ୍ଦ୍ର ମହାପାତ୍ର ଠାକୁରାଣୀସ୍ଥିତ ଓଏମ୍‌ଡି କମ୍ପାନୀର ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି ଓ ମା’ ଗୃହିଣୀ। ବଡବିଲ ସେଣ୍ଟ ମେରୀଜ୍‌ ସ୍କୁଲରେ ମାଟ୍ରିକରେ କୃତିତ୍ୱ ଅର୍ଜନ କରିବା ପରେ ଜିନ୍ଦଲ ସ୍କୁଲରେ +୨ ବିଜ୍ଞାନରେ ୭୯ % ନମ୍ବର ସେ ରଖିଥିଲେ। ବାପା ଓ ମା’ଙ୍କ କଥାରେ ଅନୁପ୍ରାଣିତ ହୋଇ ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏ ଏଣ୍ଟ୍ରାନ୍ସ ଦେଇଥିଲେ ବୋଲି କହିଛନ୍ତି ସ୍ବୀକୃତି। ବାପା, ମା’, ଗୁରୁଜନ ଓ ଜଗନ୍ନାଥଙ୍କ ଆଶୀର୍ବାଦରୁ ସେ ଏହି ସୌଭାଗ୍ୟ ଅର୍ଜନ କରିଥିବା କହିଛନ୍ତି। ଆଗାମୀ ଦିନରେ ସିଭିଲ ସର୍ଭିସେସ ପାଇଁ ସେ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri