ଓଟିଟି ପ୍ଲାଟଫର୍ମରେ ଦିଶାଙ୍କ ‘ମଲଙ୍ଗ’

ମୁମ୍ବାଇ: ବଲିଉଡ୍‌ର ହଟ୍‌ ନାୟିକା ଦିଶା ପାଟନୀଙ୍କ ଫିଲ୍ମ ‘ମଲଙ୍ଗ’ ଯେତେବେଳେ ଗତ ଫେବୃୟାରୀରେ ରିଲିଜ୍‌ ହୋଇଥିଲା ସେତେବେଳେ ଦିଶାଙ୍କ ଅଭିନୟକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଏଥିରେ ଦିଶାଙ୍କ ବୋଲ୍ଡ ଲୁକ୍‌କୁ ୟଙ୍ଗ ଅଡିୟନ୍ସ ଖୁବ୍‌ ପସନ୍ଦ କରିଥିଲେ। ଏହା ଏବେ ଅର୍ଥାତ୍‌ ମେ’ ୧୫ରେ ଓଟିଟି ପ୍ଲାଟଫର୍ମରେ ରିଲିଜ ହୋଇଛି। ଯାହା ଦିଶାଙ୍କ ପାଇଁ ନୂଆ ପ୍ରଶଂସା ଆଣିଦେଇଛି। ନେଟଫ୍ଲିକ୍ସରେ ଚାଲୁଥିବା ଫିଲ୍ମ ମଧ୍ୟରେ ଦିଶାଙ୍କ ଏହି ଫିଲ୍ମ ଶୀର୍ଷରେ ଥିବା ଫିଲ୍ମ ମଧ୍ୟରୁ ଗୋଟିଏ ବୋଲି କୁହାଯାଉଛି। ଏହା ଏବେ ନମ୍ବର # 1ରେ ଟ୍ରେଣ୍ଡ କରୁଚି। ଦର୍ଶକେ ଆଜିବି ‘ମଲଙ୍ଗ’ରେ ଦିଶାଙ୍କ ଲୁକ୍‌କୁ ବେଶ୍‌ ପ୍ରଶଂସା କରୁଛନ୍ତି। ଏହି ଫିଲ୍ମ ଏକ ରୋମାଣ୍ଟିକ ମନୋବୈଜ୍ଞାନିକ ଥ୍ରୀଲର ଫିଲ୍ମ। ଯେଉଁଥିରେ ଦିଶାଙ୍କ ଅବତାର ସ୍କ୍ରିନ ଉପରେ ଚମକ ଭରି ଦେଉଛି ବୋଲି ଦର୍ଶକେ ମତ ରଖିଛନ୍ତି। ଏଥିରେ ଦିଶାଙ୍କ ବିକିନି ଲୁକ୍‌ କୁହନ୍ତୁ ଅବା ଡ୍ୟାନ୍ସ ନମ୍ବର ସବୁଥିରେ ମତୁଆଲା ହୋଇଛନ୍ତି ଦର୍ଶକେ। ଫେବୃୟାରୀରେ ରିଲିଜ୍‌ ସମୟରେ ଦିଶା ଏହାକୁ ନେଇ ଯେତିକି ପ୍ରଶଂସା ପାଇଥିଲେ ଏବେବି ତାହା କମ୍‌ ହୋଇ ନ ଥିବା ଲକ୍ଷ୍ୟ କରାଯାଇଛି। ଏହା ଯେମିତି ଦିଶାଙ୍କ ପାଇଁ ଦ୍ୱିତୀୟ ରିଲଜ୍‌ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri