ଓଡ଼ଗାଁରେ ପ୍ରବଳ ଗ୍ରୀଷ୍ମପ୍ରବାହ: ଆଦର୍ଶ ଥାନା ପକ୍ଷରୁ ଦହିପଣା ଷ୍ଟଲ୍‌ର ଶୁଭାରମ୍ଭ

ଓଡ଼ଗାଁ,୧୫।୫(ସ୍ବ.ପ୍ର.): ସମ୍ପ୍ରତି ଦିନକୁ ଦିନ ସ୍ଥାନୀୟ ସଦର ବିଜ୍ଞାପିତ ଅଞ୍ଚଳ ପରିଷଦ ସମେତ ଆଖପାଖ ଅଞ୍ଚଳରେ ପାରଦ ୪୨ରୁ ୪୩ ଡିଗ୍ରୀ ଛୁଇଁଛି । ଗ୍ରୀଷ୍ମପ୍ରବାହରେ ଲୋକମାନେ ଆଉଟୁପାଉଟୁ ହେଉଛନ୍ତି। ଏପରିସ୍ଥଳେ ସ୍ଥାନୀୟ ଆଦର୍ଶ ଥାନା ଆନୁକୂଲ୍ୟରେ ଏକ ୧୭ ଦିନିଆ ଦହିପଣା ଷ୍ଟଲ୍‌କୁ ବୁୁଧବାର ଶୁଭାରମ୍ଭ କରାଯାଇଛି । ଥାନା ଆଇଆଇସି ଜ୍ୟୋତି ପ୍ରକାଶ ପଣ୍ଡା ଷ୍ଟଲ୍‌ର ଶୁଭାରମ୍ଭ କରିବା ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ। ଆବଶ୍ୟକତା ଅନୁସାରେ ମୌସୁମୀ ପ୍ରବେଶ ପର୍ଯ୍ୟନ୍ତ ଲୋକଙ୍କୁ ସୁସ୍ବାଦୁ ଦହିପଣା ବଣ୍ଟନ କରାଯିବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri