ଓଡ଼ିଆ ଜାତିର ବୀରତ୍ୱ ବଖାଣେ କଳିଙ୍ଗ ଯୁଦ୍ଧ

କାମାକ୍ଷାନଗର, ୧୦।୧୧(ଡି.ଏନ.ଏ.)-କଳିଙ୍ଗ ଯୁଦ୍ଧକୁ ବାଦ୍‌ ଦେଲେ ଓଡ଼ିଶା ଇତିହାସ ଅସମ୍ପୂର୍ଣ୍ଣ। ଆଜି ବି ଓଡ଼ିଆ ଜାତିର ବୀରତ୍ୱ କଥା ବଖାଣେ କଳିଙ୍ଗ ଯୁଦ୍ଧ। ଅତୀତର ସ୍ମୃତିଚାରଣ କଲେ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ବାଟ ଖୋଲିଯାଏ। ଏଥିରୁ ଛାତ୍ରୀଛାତ୍ରଙ୍କ ଅନେକ କିଛି ଶିଖିବାର ଅଛି ବୋଲି କହିଛନ୍ତି ଭୁବନ ବ୍ଲକ ଜିରାଳ କଲେଜ ଅଧ୍ୟକ୍ଷ ଦ୍ୱିଜରାଜ ବିଶ୍ୱାଳ। ଶିକ୍ଷାନୁଷ୍ଠାନର ଇତିହାସ ବିଭାଗ ପକ୍ଷରୁ ଶନିବାର ଆୟୋଜିତ ‘କଳିଙ୍ଗ ଯୁଦ୍ଧର ମହତ୍ୱ ଓ ଐତିହାସିକ ପୁନରାବଲୋକନ’ ସମ୍ପର୍କିତ ଆଲୋଚନଚକ୍ରରେ ଅଧ୍ୟକ୍ଷତା କରି ସେ ଏହା କହିଥିଲେ।
ବିଭାଗୀୟ ମୁଖ୍ୟ ଅନନ୍ତ କୁମାର ସାହୁ ଆଲୋଚନାଚକ୍ରର ଉଦ୍ଦେଶ୍ୟ ଉପରେ ସମ୍ୟକ ବିବରଣୀ ଦେଇଥିଲେ। ଅଧ୍ୟାପକ ଅଭୟ କୁମାର ସାହୁ, ଅଧ୍ୟାପିକା ବିଷ୍ଣୁପ୍ରିୟା ତ୍ରିପାଠୀ କଳିଙ୍ଗ ଯୁଦ୍ଧର ଇତିହାସ ସମ୍ପର୍କରେ ଆଲୋଚନା କରିଥିଲେ। ଛାତ୍ରୀ ନିବେଦିତା ବେହେରା, ରଶ୍ମିତା ସାହୁ, ମୋହିନୀ ମଞ୍ଜରୀ ସାହୁ, ସ୍ବପ୍ନପ୍ରଭା ତ୍ରିପାଠୀ ସ୍ବରଚିତ ସନ୍ଦର୍ଭ ପାଠ କରିଥିବାବେଳେ ଅଧ୍ୟାପିକା ଦେବଜାନୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଅନୁଷ୍ଠିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଉପସ୍ଥିତ ଅଧ୍ୟାପିକାଅଧ୍ୟାପକ ଏବଂ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri