ଓଡ଼ିଆ ପ୍ରଯୋଜକ ରାଜେଶଙ୍କୁ ‘ମିଡ୍‌ ଡେ ଶୋ’ବିଜ୍‌ ପୁରସ୍କାର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଆ ପ୍ରଯୋଜକ ରାଜେଶ କୁମାର ମହାନ୍ତି ମୁମ୍ବାଇଠାରେ ଅନୁଷ୍ଠିତ ‘ମିଡ୍‌ ଡେ ଶୋ ବିଜ୍‌’ରେ ‘ଆଇକନିକ୍‌ ଡେବ୍ୟୁ ପ୍ରଡ୍ୟୁସର’ ଭାବେ ସମ୍ମାନିତ ହୋଇଛନ୍ତି। ଖବରକାଗର ‘ମିଡ୍‌ ଡେ’ ପକ୍ଷରୁ ଦିଆଯାଉଥିବା ଏହି ପୁରସ୍କାର ପାଇବାରେ ସେ ପ୍ରଥମ ଓଡ଼ିଆ। ମହାନ୍ତି ନିଜ ବହୁଚର୍ଚ୍ଚିତ ଫିଲ୍ମ ‘ଅନ୍ତଃଧ୍ୱନି-ଦ ଇନର୍‌ ଭଏସ୍‌’ ପାଇଁ ଏହି ପୁରସ୍କାର ପାଇଛନ୍ତି। ଏହା ତାଙ୍କର ପ୍ରଥମ ଫିଚର ଫିଲ୍ମ ହୋଇଥିବାବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଏହାକୁ ବହୁ ସମ୍ମାନ ଓ ସ୍ବୀକୃତି ମିଳିଛି। ୯ଥର ରାଷ୍ଟ୍ରୀୟ ପୁରସ୍କାର ହାସଲ କରିଥିବା ନିର୍ଦ୍ଦେଶକ ଅପୂର୍ବ କିଶୋର ବୀର ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି। ଚଳିତ ବର୍ଷ କାନ୍‌ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଏହା ପ୍ରଦର୍ଶିତ ହେବାସହ ପ୍ରଶଂସିତ ହୋଇଥିଲା। ଏହାସହ ଫିଲ୍ମର ନାୟିକା ସ୍ବପ୍ନା ପତିଙ୍କ ସମେତ ପ୍ରଯୋଜକ ରାଜେଶ ଓ ନିର୍ଦ୍ଦେଶକ ଅପୂର୍ବ କାନ୍‌ସ ରେଡ୍‌ କାର୍ପେଟରେ ଚାଲିବାର ସୌଭାଗ୍ୟ ମଧ୍ୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri