ଓଡ଼ିଆ ଭାଷା ଆମ ଜାତିର ସ୍ବାଭିମାନ

ଭୁବନେଶ୍ୱର, ,୨୪ା୨((ବ୍ୟୁରୋ): ମଦନପୁରସ୍ଥିତ ନିସ୍‌ ଶିକ୍ଷାନୁଷ୍ଠାନରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଡ. ସୁଭାଷ ଚନ୍ଦ୍ର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ସମ୍ରାଟ ଖାରବେଳଙ୍କ ଖଣ୍ଡଗିରି ଶିଳାଲେଖାରୁ ଓ ସମ୍ରାଟ ଅଶୋକଙ୍କ ଧଉଳି ଶିଳାଲେଖାରୁ ଓଡ଼ିଆ ଭାଷାର ସୂଚନା ମିଳିଥିଲା। ମାତୃଭାଷା ଓଡ଼ିଆ ଆମ ଜାତିର ସ୍ବାଭିମାନ ଓ ଗର୍ବର ପ୍ରତୀକ ବୋଲି ଉଲ୍ଲେଖ କରି ଡ. ନାୟକ ତାଙ୍କ ବକ୍ତବ୍ୟ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ନିର୍ଦ୍ଦେଶକ ଡ. ଶ୍ରୁତିକାନ୍ତ ଦୀକ୍ଷିତ୍‌, ଡ. ରାଜେଶ ସ୍ବାଇଁ, ଡ. ବିମଳକାନ୍ତ ନାୟକ, ପ୍ରଶାସନିକ ଅଧିକାରୀ ପିତାମ୍ବର ଚୟନୀ, ସୋସିଆଲ ୱାର୍କର୍ସ ବିଭାଗୀୟ ମୁଖ୍ୟ ଡ. ଆ.ବି. ରାଓ ପ୍ରମୁଖ ଯୋଗଦେଇ ସେମାନଙ୍କ ସାରଗର୍ଭକ ମତବ୍ୟକ୍ତ କରିଥିଲେ। ଶେଷରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ସୁଜାତାଙ୍କ ବିଜେଡିରେ ଏଣ୍ଟ୍ରି ନେଇ ଚର୍ଚ୍ଚା: ଉଡ଼ା ଖବର କହି ଉଡେଇ ଦେଲେ ବଦ୍ରି

ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍‌. ପାଣ୍ଡିଆନଙ୍କ ଯୋଗଦାନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଦଳର ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

‘ଦୀଘା ଜଗନ୍ନାଥ ଧାମ’ ନାମ ପରିବର୍ତ୍ତନ ପାଇଁ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୬: ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri