ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା ପୁଣି ସରକାର ଗଢିବାକୁ ଯାଉଥିଲାବେଳେ ଓଡ଼ିଶାର ଲୋକ ସଭା ଆସନ ଗୁଡିକରେ ମଧ୍ୟ ଗତଥର ଅପେକ୍ଷା ଢେର୍‌ ଭଲ ପ୍ରଦର୍ଶନ କରିବ। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେ କ’ଣ କହୁଛି ଜାଣନ୍ତୁ-
ସଂସ୍ଥାର ନାମ                       ବିଜେଡି     ଭାଜପା      କଂଗ୍ରେସ +
ରିପବ୍ଲିକ -ସି ଭୋଟର               ୧୦        ୧୧            ୦୦
ଏନଡିଟିଭି ପୋଲସ ଅଫ ପୋଲ ୧୦        ୧୦            ୦୧
ଜନ କି ବାତ୍‌                          ୦୮        ୧୨            ୦୧
ଟାଇମସ ନାଓ ଭିଏମଆର୍‌         ୦୮        ୧୨            ୦୧
ଇଣ୍ଡିଆଟିଭି                           ୧୫        ୦୬             ୦୦


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri