ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ ଛୁଇଁଲା

ଭୁବନେଶ୍ୱର,୧୧।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୨କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଁଚିଛି।ଶୁକ୍ରବାର ଏ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି।ତେବେ ଏହି  ୨ ଆକ୍ରାନ୍ତଙ୍କ   ବିଷୟରେ   ସବିଶେଷ ସୂଚୀତ କରାଯାଇନାହିଁ। ଅପରପକ୍ଷରେ ଶୁକ୍ରବାର ୧୦ ଜଣ ସୁୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri