ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଛୁଇଁଲା

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସୋମବାର ଯାଜପୁରର ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିବା ବେଳେ ମଙ୍ଗଳବାର ଆଉ ୪ଜଣଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ସମସ୍ତ ପଜିଟିଭ୍‌ ଭୁବନେଶ୍ୱରର। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ମଧ୍ୟରୁ ଝାରପଡ଼ା ଅଞ୍ଚଳର ଜଣେ ରହିଥିବା ବେଳେ ବମିଖାଲ ଅଞ୍ଚଳର ୩ଜଣ ରହିଛନ୍ତି। ଝାରପଡ଼ା ଅଞ୍ଚଳର ଆକ୍ରାନ୍ତ ୫୦ ବର୍ଷ ବୟସର ଜଣେ ବ୍ୟକ୍ତି ହୋଇଥିବା ବେଳେ ବମିଖାଲର ୨ଜଣ ପୁରୁଷ ୫୧ ଓ ୭୦ ବର୍ଷ ଏବଂ ଜଣେ ମହିଳା ଆକ୍ରାନ୍ତଙ୍କ ବୟସ ୫୧ ରହିଥିବା ନେଇ ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ୧୪ ଏପ୍ରିଲ ପର୍ଯ୍ୟନ୍ତ ମୋଟ ୪୭୩୪ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୪୬୭୮ଜଣ ନେଗେଟିଭ୍‌ ବାହାରିଥିବା ବେଳେ ୬୦ଟି ପଜିଟିଭ୍‌ କେସ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri