ଓଡ଼ିଶାରେ ‘ଜନତା କର୍ଫ୍ୟୁ’ର ପୂର୍ଣ୍ଣ ପ୍ରଭାବ: ସତର୍କତା, ସଚେତନତା ପଥରେ ଲୋକେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଘାତକ କରୋନା ଭୂତାଣୁର ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହାର କୌଣସି ପ୍ରତିକାର ନ ଥିବାରୁ କେବଳ ସତର୍କତା ଓ ସଚେତନତା ହିଁ ଏହି ରୋଗକୁ ପ୍ରତିହତ କରିପାରିବ। ତେଣୁ ଏହି ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ସଂକ୍ରମଣକୁ ରୋକିବା ଓ ସମସ୍ତଙ୍କୁ ସଚେତନ କରିବାକୁ ରବିବାର ଜନତା କର୍ଫ୍ୟୁ ପାଳନ କରାଯାଉଛି। ତେବେ ଓଡ଼ିଶାରେ ଏହାର ପୂର୍ଣ୍ଣ ପ୍ରଭାବ ଦେଖିବାକୁ ମିଳିଛି।

ରାଜ୍ୟର ପ୍ରମୁଖ ସହର ଭୁବନେଶ୍ୱର, କଟକ ସମେତ ଅନ୍ୟ ସମସ୍ତ ସ୍ଥାନରେ ଦୋକାନ ବଜାର ସମେତ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଛି। ବସ୍‌, ଟ୍ୟାକ୍ସି, ଘରୋଇଯାନ ଗଡ଼ୁ ନାହିଁ। ବାଦାମବାଡ଼ି ଓ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଜନଶୂନ୍ୟ ହୋଇପଡ଼ିଛି। ତେବେ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ପାଇଁ ମଧ୍ୟ ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?