ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର ବାତାବରଣ ଖେଳିଯାଇଥିଲା।  ପୁଣି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ କରାଯାଇଥିବା ଟୁଇଟରରେ ସୂଚିତ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତ ସଂଖ୍ୟା ୨୦ରେ ପହଁଚିଛି। ଶୁକ୍ରବାର ଚିହ୍ନଟ ୧୫ଟି ପଜଟିଭ୍ ମଧ୍ୟରୁ ଭୁବନେଶ୍ୱର ସୂର୍ଯ୍ୟନଗରରେ ଆକ୍ରାନ୍ତ ପ୍ରଦୀପ୍ତ ଦଳ ବେହେରାଙ୍କ ପରିବାରଙ୍କ ୭ଜଣ, ବମିଖାଲର ୩ ଜଣ, କଟକରୁ ଜଣେ, ପୁରୀରୁ ଜଣେ, ଯାଯପୁରରୁ ଜଣେ ଓ ଭଦ୍ରକରୁ ୨ ଜଣ । ପ୍ରଦୀପ୍ତଙ୍କ ସ୍ତ୍ରୀ ଓ ଝିଅଙ୍କ ସମେତ ତାଙ୍କ ଘରେ ଭଡ଼ାରେ ରହୁଥିବା ଅନ୍ୟ ୫ଜଣ କରୋନା ଭୂତାଣୁର ସଂକ୍ରମଣରେ ଆସିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri