ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଭବନରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ରାଜ୍ୟସ୍ତରୀୟ ଭାବେ ପାଳନ କରାଯାଇଛି

ଲିଙ୍ଗରାଜ ମନ୍ଦିର ରଥଖଳାରେ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ କାଠ ଅନୁକୂଳ କାର୍ଯ୍ୟ ଆରମ୍ଭ ହୋଇଛି