ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା ଲାଗି ଗୁରୁବାର ଶିଶୁ ରୋଗ ବିଭାଗର ଦୁଇଜଣ ଡାକ୍ତର ଶିବ ଶଙ୍କର ବରିହା ଏବଂ ବିଭୁ ପ୍ରସାଦ ନାୟକ ଦିଲ୍ଲୀ ଗସ୍ତ କରିଛନ୍ତି। ସେମାନେ ଦିଲ୍ଲୀ ଏମ୍‌ସରେ ପହଞ୍ଚି ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିବେ। ପରେ ସେମାନେ ଜଗା-କାଳିଆଙ୍କୁ ନେଇ ଏସ୍‌ସିବି ଆସିବେ। ତାଙ୍କ ସହ ଏମ୍‌ସର ୩ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଏବଂ ଜଣେ ନର୍ସ ମଧ୍ୟ ଏସ୍‌ସିବି ଆସିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଏସ୍‌ସିିବି ମେଡିକାଲରେ ଜଗା, କାଳିଆଙ୍କ ଚିକିତ୍ସା ପାଇଁ ଆବଶ୍ୟକ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ନେତୃତ୍ୱରେ ଏକ ଡାକ୍ତରୀଦଳ ଗଠନ କରାଯାଇଛି। ସେମାନେ ଜଗା-କାଳିଆଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଦାୟିତ୍ୱରେ ରହିବେ। ସେମାନଙ୍କୁ ନ୍ୟୁରୋସର୍ଜରୀ ବିଭାଗରେ ଏକ ସ୍ବତନ୍ତ୍ର କ୍ୟାବିନରେ ରଖି ଚିକିତ୍ସା କରାଯିବ। ଏଥିପାଇଁ ଆବଶ୍ୟକ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ମେଡିକାଲ କଲେଜ ଅଧୀକ୍ଷକ ପ୍ରଫେସର ଡା. ସି.ବି.କେ. ମହାନ୍ତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri