ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଦୁଇରାଜ୍ୟ ମଧ୍ୟରେ ପୋଲାଭରମ ବିବାଦର ସମାଧାନ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ଏହା ସମାଧାନ କରାଯିବ।
ପ୍ରକାଶ ଯେ, ୨୦୦୦ ଓ ୨୦୦୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନର୍ବାହ କରିଥିଲେ। ବିଶ୍ୱଭୂଷଣ ବହୁବାର ରାଜ୍ୟ ଭାଜପା ସଭାପତି ହେବା ସହ ଭାଜପା ବିଧାୟକ ଦଳ ନେତା ମଧ୍ୟ ଥିଲେ। ଗତ ଜୁଲାଇ ୨୫ରେ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri