ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍‌ ଟେଷ୍ଟ ସେଣ୍ଟରର ବାଥ୍‌ରୁମ୍‌ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ ପ୍ରାୟ ୩/୪ ହଜାର ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ମାତ୍ର ବ୍ୟାଙ୍କରୁ କିଛି ନେଇ ପାରି ନ ଥିବା ଜଣାଯାଇଛି। ଏ ସମ୍ପର୍କରେ ଖବର ପାଇ ବ୍ୟାଙ୍କ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସ୍ଥାନୀୟ ଲୋକେ ପୋଲିସକୁ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri