Posted inଖେଳ

ଓଡ଼ିଶା ବାଳିକା ଫୁଟ୍‌ବଲ ଦଳ ଘୋଷିତ

ଭୁବନେଶ୍ୱର, ୨୧।୯(ତପନ ସ୍ବାଇଁ): ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ମ୍ୟାଚ ଗୁଡ଼ିକ ୟୁନିଟ-୩ସ୍ଥିତ କ୍ୟାପିଟାଲ ଫୁଟବଲ ଆରେନା ଓ ୭ମ ବାଟାଲିୟନ ପରିସରରେଥିବା ଓଡ଼ିଶା ଫୁଟବଲ ଏକାଡେମୀ ପଡ଼ିଆରେ ଅନୁଷ୍ଠିତ ହେଉଛି। ଗ୍ରୁପ୍‌ ‘ଡି’ରେ ସ୍ଥାନ ପାଇଥିବା ଓଡ଼ିଶା ଗୁରୁବାର କେରଳ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ। ଓଡ଼ିଶା ଏହାର ଦ୍ୱିତୀୟ ମ୍ୟାଚ ୨୩ରେ ଅରୁଣାଚଳ ପ୍ରଦେଶ ଏବଂ ୨୫ରେ ଗୁଜରାଟ ବିପକ୍ଷରେ ଖେଳିବ। ଏହି ପ୍ରତିଯୋଗିତା ପାଇଁ ବୁଧବାର ଓଡ଼ିଶା ଦଳ ଘୋଷିତ ହୋଇଛି।

ଓଡ଼ିଶା ଦଳ: ପ୍ରଣତି ପତି, ସୁପ୍ରଭା ବାରିକ, ସୁସ୍ମିତା ପୁନ୍‌ (ସମସ୍ତେ ଗୋଲକିପର), ଅମ୍ଳେନ ପୂର୍ତ୍ତୀ, ଯଶମଣୀ ମୁର୍ମୁ, ପ୍ରତୀମା ବଙ୍ଗାଲ, ପୂର୍ଣ୍ଣିମା ସ୍ବାଇଁ, ସାଇ ଭାଗ୍ୟଶ୍ରୀ ସାହୁ, ସୋନାଲି ସବର, ସୁମିତ୍ରା ସିଂ (ସମସ୍ତେ ଡିଫେଣ୍ଡର), ଅନିତା କୁମ୍ଭାର, ଅଙ୍କିତା ଟପ୍ପୋ, ବୈଶାଖି ଦେ, ପ୍ରୀୟା ଓରାମ, ରୁବିନା ନାୟକ, ସୁଲେଖା କହଁର (ସମସ୍ତେ ମିଡ୍‌ଫିଲ୍ଡର), ପ୍ରିୟାସା ସରକାର, ପୁନମ ଓରାମ, ରୂପଶ୍ରୀ ମୁଣ୍ଡା, ସରସ୍ବତୀ ମାରାଣ୍ଡି ଓ ଶିଖା ମଲିକ (ସମସ୍ତେ ଫରଓ୍ବାର୍ଡ)। ମୁଖ୍ୟ କୋଚ୍‌: ଗୀତାଞ୍ଜଳି ଖୁଣ୍ଟିଆ, ସହକାରୀ କୋଚ୍‌: ଆଲୋଚନା ସେନାପତି। ଗୋଲକିପର କୋଚ୍‌: ଅମ୍ରିତ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri