ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା ପାଇଁ ଓଡ଼ିଶା ବାଳିକା ବାସ୍କେଟବଲ୍‌ ଦଳ ଚୟନ ହୋଇଯାଇଛି। ଦଳରେ ଗଞ୍ଜାମର ୩ ଝିଅ ସାମିଲ୍‌ ହୋଇଛନ୍ତି । ସେମାନେ ହେଲେ ସ୍ବାଗତିକା ସାହୁ, କରିସ୍ମା ବେହେରା ଏବଂ ସୋନାଲି ତ୍ରିପାଠୀ । ଏହି ଖେଳାଳିମାନେ ଅର୍ନ୍ତଜାତୀୟ ରେଫ୍ରି ତଥା କୋଚ୍‌ ରାଜ୍‌ ନାରାୟଣ ପାତ୍ରଙ୍କଠାରୁ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri