ଓଡ଼ିଶା ବିଧାନସଭା ଟ୍ରେଣ୍ଡ୍‌: ବିଜେଡି ୭୫, ଭାଜପା ୨୩, କଂଗ୍ରେସ ୯ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ ଅନ୍ୟାନ୍ୟ ଗୋଟିଏ ଆସନରେ ଆଗରେ ରହିଛି।